Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
୨୦୨୭ରୁ ନୂଆ ନିୟମ ଲାଗୁ...

୨୦୨୭ରୁ ନୂଆ ନିୟମ ଲାଗୁ...

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ ଇଣ୍ଟରନାଲ ପରୀକ୍ଷା ଦେଲେ ୩ ବର୍ଷ ପାଇଁ ରଖିଥିବା ମାର୍କ ବୈଧ ରହିବ। ୩ ବର୍ଷ ମଧ୍ୟରେ କୃତକାର୍ଯ୍ୟ ନ ହେଲେ ପୁଣିଥରେ ଇଣ୍ଟରନାଲ ପରୀକ୍ଷା ଦେବେ।

CHSE ସିଲାବସ କମିଟି ମିଟିଂରେ ନୂଆ ନିୟମକୁ ଅନୁମୋଦନ ମିଳିଛି। ତେବେ ଏହି ନୂଆ ନିୟମ ୨୦୨୭ରୁ ଲାଗୁ ନେଇ ସୂଚନା ମିଳିଛି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: The Report Card Odia