Dailyhunt

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ

ସମାଜ 1 week ago

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତାବ ଉପରେ ଆଲୋଚନା ହେବ। ଏଥିସହ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବଗୁଡ଼ିକୁ କ୍ୟାବିନେଟ୍ ଅନୁମୋଦନ ଦିଆଯିବ ବୋଲି ସୂଚନା ମିଳିଛି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: The Samaja Odia