Saturday, 15 Feb, 11.02 am ସମାଜ

ହୋମ
ଦିନ ୧୧ଟା ୩୦ ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର : ଆଜି ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନରେ ପ୍ରଶ୍ନକାଳ ଆରମ୍ଭ ପୂର୍ବରୁ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ ମୁଲତବୀ ହୋଇଛି। ବିରୋଧୀଙ୍କ ହୋହଲ୍ଲା ଆରମ୍ଭ ହେବା ଫଳରେ ଦିନ ୧୧ଟା ୩୦ ଯାଏଁ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ଗୃହ ମୁଲତବୀ କରିଛନ୍ତି।

Dailyhunt
Disclaimer: This story is auto-aggregated by a computer program and has not been created or edited by Dailyhunt. Publisher: The Samaja Odia
Top