Dailyhunt
୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

ଭୁବନେଶ୍ୱର: ୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତି ପ୍ରକାଶ ପାଇଛି। ପ୍ରଫେସର ଚଣ୍ଡୀପ୍ରସାଦ ନନ୍ଦ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ର ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି, ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଫକୀରମୋହନ ବିଶ୍ୱବିଦ୍ୟାଳୟର କୁଳପତି, ପ୍ରଫେସର ପୱନ କୁମାର ଅଗ୍ରୱାଲ ମା ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର କୁଳପତି, ପ୍ରଫେସର ସଞ୍ଜୟ କୁମାର ପାତ୍ର ଧରଣୀଧର ବିଶ୍ୱବିଦ୍ୟାଳୟର କୁଳପତି, ପ୍ରଫେସର ବ୍ୟୋମକେଶ ତ୍ରିପାଠୀ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳପତି, ପ୍ରଫେସର ଅସୀମା ସାହୁ ଖଲ୍ଲିକୋଟ ୟୁନିଟାରୀ ବିଶ୍ୱବିଦ୍ୟାଳୟର କୁଳପତି, ପ୍ରଫେସର ଶିବରାମ ତ୍ରିପାଠୀ ଉତ୍କଳ ମଧୁସୂଦନ ଆଇନ୍ ବିଶ୍ୱବିଦ୍ୟାଳୟର କୁଳପତି, ପ୍ରଫେସର ମହେନ୍ଦ୍ର କୁମାର ମହାନ୍ତି ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର କୁଳପତି, ପ୍ରଫେସର ବିଭୂତି ଭୂଷଣ ମଲ୍ଲିକ ରାଜେନ୍ଦ୍ର ପ୍ରସାଦ ବିଶ୍ୱବିଦ୍ୟାଳୟର କୁଳପତି, ପ୍ରଫେସର ଜ୍ୟୋତ୍ସ୍ନା କେବି ରାଉତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର କୁଳପତି, ପ୍ରଫେସର ପ୍ରଭାତ କୁମାର ମହାପାତ୍ର ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ କୁଳପତି, ପ୍ରଫେସର ହୃଷୀକେଶ ସେନାପତି ବିକ୍ରମଦେବ ବିଶ୍ୱବିଦ୍ୟାଳୟର କୁଳପତି, ପ୍ରଫେସର ସତ୍ୟନାରାୟଣ ଆଚାର୍ଯ୍ୟ ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ପାଇଛନ୍ତି।

Disclaimer: This content has not been generated, created or edited by Dailyhunt. Publisher: The Samiksha Odia