Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

The Samikhsya Odia 3 weeks ago

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ମାଡ଼ି ବସିଲା ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ। ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ ହୋଇଥିବାବେଳେ ଅଭିଯୁକ୍ତଙ୍କୁ ଅବକାରୀ ଗୁଇନ୍ଦା ବିଭାଗ ଗିରଫ କରିଛି।

ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଆସ୍କା ରୋଡ୍ ପେଟ୍ରୋଲ ପମ୍ପ ନିକଟରେ ଗୋଟିଏ ବୋଲେରୋ ନିଓ ଗାଡ଼ିକୁ ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ଅଟକାଇ ଯାଞ୍ଚ କରିଥିଲା।

ସେଥି ମଧ୍ୟରୁ ୨୨ କିଲୋ ଗଞ୍ଜେଇ ଜବତ କରିବା ସହ ଚାଲାଣକାରୀ ଏସ୍ ଶିବା ରାଓ ନାମକ ଜଣେ ଯୁବକଙ୍କୁ ଅବକାରୀ ବିଭାଗ ଧରିଥିବାବେଳେ ଅନ୍ୟ ଜଣେ ସହଯୋଗୀ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିବା ଜଣାପଡ଼ିଛି।

ଅବକାରୀ ବିଭାଗ ଉକ୍ତ ଗଞ୍ଜେଇ ସହ ବୋଲେରୋ ଗାଡ଼ିକୁ ଜବତ କରିବା ସହ ଅଭିଯୁକ୍ତ ଶିବାକୁ ଗିରଫ କରି କୋର୍ଟ ଚାଲାଣ କରିଛି ଓ ଅନ୍ୟ ସହଯୋଗୀକୁ ଶୀଘ୍ର ଗିରଫ କରାଯିବ ବୋଲି ଅବକାରୀ ବିଭାଗ କୁହାଯାଇଛି।

ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଆସ୍କା ରୋଡ୍ ପେଟ୍ରୋଲ ପମ୍ପ ନିକଟରେ ଗୋଟିଏ ବୋଲେରୋ ନିଓ ଗାଡ଼ିକୁ ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ଅଟକାଇ ଯାଞ୍ଚ କରିଥିଲା। ସେଥି ମଧ୍ୟରୁ ୨୨ କିଲୋ ଗଞ୍ଜେଇ ଜବତ କରିବା ସହ ଚାଲାଣକାରୀ ଏସ୍ ଶିବା ରାଓ ନାମକ ଜଣେ ଯୁବକଙ୍କୁ ଅବକାରୀ ବିଭାଗ ଧରିଥିବାବେଳେ ଅନ୍ୟ ଜଣେ ସହଯୋଗୀ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିବା ଜଣାପଡ଼ିଛି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: The Samiksha Odia