Dailyhunt
ଜଳଭଣ୍ଡାରରେ ବୁଡ଼ି ୨ ନାବାଳାକଙ୍କର ମୃତ୍ୟୁ

ଜଳଭଣ୍ଡାରରେ ବୁଡ଼ି ୨ ନାବାଳାକଙ୍କର ମୃତ୍ୟୁ

ଞ୍ଜନଗର: ଭଞ୍ଜନଗରରୁ ଏକ ଅଭବାନୀୟ ଘଟଣା ଘଟିଯାଇଛି । ଭଞ୍ଜନଗର ଜଳଭଣ୍ଡାରରେ ବୁଡ଼ି ଦୁଇ ନାବାଳାକଙ୍କର ମୃତ୍ୟୁ ଘଟିଛି । ମିଳିଥିବା ସୂଚନା ଅନୁସାରେ ୬ଜଣ ସାଙ୍ଗ ହୋଇ ଗାଧୋଉଥିଲେ । ସେମାନଙ୍କ ମଧ୍ୟରୁ ୪ଜଣ ବୁଡ଼ି ଯାଇଥିଲେ । ସ୍ଥାନୀୟ ଲୋକଙ୍କ ଦ୍ୱାରା ୨ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଆଉ ଦୁଇଜଣଙ୍କର ମୃତ୍ୟୁ ଘଟିଛି ।

ଭଞ୍ଜନଗର: ଭଞ୍ଜନଗରରୁ ଏକ ଅଭବାନୀୟ ଘଟଣା ଘଟିଯାଇଛି । ଭଞ୍ଜନଗର ଜଳଭଣ୍ଡାରରେ ବୁଡ଼ି ଦୁଇ ନାବାଳାକଙ୍କର ମୃତ୍ୟୁ ଘଟିଛି । ମିଳିଥିବା ସୂଚନା ଅନୁସାରେ ୬ଜଣ ସାଙ୍ଗ ହୋଇ ଗାଧୋଉଥିଲେ । ସେମାନଙ୍କ ମଧ୍ୟରୁ ୪ଜଣ ବୁଡ଼ି ଯାଇଥିଲେ । ସ୍ଥାନୀୟ ଲୋକଙ୍କ ଦ୍ୱାରା ୨ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଆଉ ଦୁଇଜଣଙ୍କର ମୃତ୍ୟୁ ଘଟିଛି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: The Samiksha Odia