Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଶ୍ରୀଜୀଉଙ୍କ ସୁନାବେଶ: ମହଣ ମହଣ ସୁନାରେ ଝଟକିଲେ ତିନିଠାକୁର

ଶ୍ରୀଜୀଉଙ୍କ ସୁନାବେଶ: ମହଣ ମହଣ ସୁନାରେ ଝଟକିଲେ ତିନିଠାକୁର

ଶ୍ରୀଜୀଉଙ୍କ ସୁନାବେଶ: ଆଜି ମହାପ୍ରଭୃଙ୍କ ସୁନାବେଶ ଦେଖି ଭକ୍ତମାନେ ବେଶ ବିଭୋରିତ ହୋଇପଡିଛନ୍ତି। ଆଜି ନିର୍ଦ୍ଧାରିତ ସମୟରେ ମହାପ୍ରଭୃଙ୍କ ସୁନାବେଶ ଆରମ୍ଭ ହୋଇଥିଲା। ମହଣ ମହଣ ସୁନାରେ ତିନିଠାକୁରଙ୍କୁ ବେଶ କରାଯାଇଥିଲା। ଏହାପରେ ଭକ୍ତମାନଙ୍କୁ ଧାଡିରେ ସୁନାବେଶ ଦର୍ଶନ ପାଇଁ ଛଡାଯାଇଥିଲା।

ଶ୍ରୀଜୀଉମାନଙ୍କର ମଧ୍ୟାହ୍ନ ଧୂପ ଶେଷ ହେବା ପରେ, ପ୍ରାୟ ୨ଘଣ୍ଟା ଧରି ସୁନାବେଶ କରାଯାଇଥିଲା।

ଭିତିରଚ୍ଛ ମହାପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ର ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କ ବାଡ଼ରେ ସୁନାବେଶରେ ସଜ୍ଜିତ କରିଥିଲେ। ଭକ୍ତମାନେ ସୁରୁଖୁରରୁ ଶ୍ରୀଜୀଉଙ୍କ ଦର୍ଶନ କରିବା ପାଇଁ ପ୍ରଶାସନ ତରଫରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଆସନ୍ତାକାଲି ଅଧରପଣା ଅନୁଷ୍ଠିତ ହେବ।

ଶ୍ରୀଜୀଉମାନଙ୍କର ମଧ୍ୟାହ୍ନ ଧୂପ ଶେଷ ହେବା ପରେ, ପ୍ରାୟ ୨ଘଣ୍ଟା ଧରି ସୁନାବେଶ କରାଯାଇଥିଲା। ଭିତିରଚ୍ଛ ମହାପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ର ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କ ବାଡ଼ରେ ସୁନାବେଶରେ ସଜ୍ଜିତ କରିଥିଲେ। ଭକ୍ତମାନେ ସୁରୁଖୁରରୁ ଶ୍ରୀଜୀଉଙ୍କ ଦର୍ଶନ କରିବା ପାଇଁ ପ୍ରଶାସନ ତରଫରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଆସନ୍ତାକାଲି ଅଧରପଣା ଅନୁଷ୍ଠିତ ହେବ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: The Samiksha Odia