Dailyhunt Logo
  • Light mode
    Follow system
    Dark mode
    • Play Story
    • App Story

ଦିଗ୍‌ଜ୍ୟୋତି ଶିକ୍ଷାବୃତି ପାଇଁ ଆବେଦନ

The Satyadrasta 2 weeks ago

ଭୁବନେଶ୍ୱର, ସେପ୍ଟେମ୍ବର ୨: ଦିଗ୍‌ଜ୍ୟୋତି ଚାରିଟେବୁଲ ଏଜୁକେସନାଲ ଟ୍ରଷ୍ଟ ତରଫରୁ ବିଗତ ବର୍ଷ ଭଳି ଚଳିତ ୨୦୨୬-୨୭ ଶିକ୍ଷା ବର୍ଷରେ ଯୁକ୍ତ ଦୁଇ, ଯୁକ୍ତ ତିନି ଅଥବା ସ୍ନାତକୋତରର ନିର୍ଦ୍ଦିଷ୍ଟ ବିଭାଗର ପ୍ରଥମ ବର୍ଷରେ ନାମ ଲେଖାଇଥିବା ଯୋଗ୍ୟ ବିବେଚିତ ମେଧାବୀ ଅନାଥ, ଗରିବ ଓ ଭିନ୍ନକ୍ଷମ ପିଲାଙ୍କୁ ବିଭିନ୍ନ ବାର୍ଷିକ ଶିକ୍ଷାବୃତି ପ୍ରଦାନ କରାଯିବ ।

ଏଥି ପାଇଁ ଟ୍ରଷ୍ଟର ୱେବସାଇଡ୍ (www.digjyoti.org) ରେ ଉପଲବ୍ଧ ଘୋଷଣାନାମାରେ ସୂଚିତ ଯୋଗ୍ୟତା ଭିତିରେ ଭିନ୍ନ ଭିନ୍ନ ବୃତି ପାଇଁ ଉଦ୍ଦିଷ୍ଟ ଫର୍ମରେ ସେପ୍ଟେମ୍ବର ୩୦ ତାରିଖ (୩୦.୦୯.୨୦୨୬) ପୂର୍ବରୁ ଟ୍ରଷ୍ଟ ଠିକଣାରେ ଦରଖାସ୍ତ ଆହ୍ୱାନ କରାଯାଉଅଛି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: The Satyadrasta