ଭୁବନେଶ୍ୱର- ରାଜ୍ୟରେ ବର୍ଷା ସମ୍ଭାବନା । ୮ ତାରିଖ ଯାଏଁ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ କାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ୍ , ମାଲକାନଗିରି, କନ୍ଧମାଳ, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିରକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
TagsOdisharainyellow warning

