Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଇବୋଲାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ  ଅଧ୍ୟକ୍ଷତାରେ ବୈଠକ

ଇବୋଲାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର, 30 ମେ - ଇବୋଲାକୁ ନେଇ ସତର୍କ ହେଲା ସ୍ୱାସ୍ଥ୍ୟ ବିଭାଗ । ଲୋକସେବା ଭବନରେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ୱାସ୍ଥ୍ୟ ସଚିବ, ଅଧିକାରୀ ଓ ବିଭିନ୍ନ ଘରୋଇ ହସ୍ପିଟାଲର କର୍ତ୍ତୃପକ୍ଷ ସାମିଲ ହୋଇଥିଲେ । ଇବୋଲାକୁ ନେଇ ସ୍ୱାସ୍ଥ୍ୟ ବିଭାଗ ଜାରି କରିପାରେ ଗାଇଡଲାଇନ ।

Tagsebolameetingmukesh mahalinga

Dailyhunt
Disclaimer: This content has not been generated, created or edited by Dailyhunt. Publisher: Utkal Prahari