Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ରାଜ୍ୟରେ ୧୫ ଦିନ ଭିତରେ ଭତ୍ତା ସମସ୍ୟାର ସମଧାନ ହେବ-ମନମୋହନ ସାମଲ

ରାଜ୍ୟରେ ୧୫ ଦିନ ଭିତରେ ଭତ୍ତା ସମସ୍ୟାର ସମଧାନ ହେବ-ମନମୋହନ ସାମଲ

The UTKAL PRAHARI 2 weeks ago

ଭୁବନୋ୍ୱର, 31 ମେ-ରାଜ୍ୟରେ ୧୫ ଦିନ ଭିତରେ ଭତ୍ତା ସମସ୍ୟାର ସମଧାନ ହେବ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ସାଂସଦ ମନମୋହନ ସାମଲ । ସେ କହିଛନ୍ତି ଯେ, ନଆ ସଫ୍ଟଓୟାର ପାଇଁ ଦୁଇ ମାସ ଧରି ଭତ୍ତା ଦେବାରେ ବ୍ୟତିକ୍ରମ ହୋଇଛି । । ଯେଉଁମାନେ କ୍ୟାସ୍‌ ଆକାରରେ ଭତ୍ତା ପାଉଥିଲେ ସେମାନଙ୍କର ସମସ୍ୟା ହୋଇନି । ଯେଉଁମାନଙ୍କ ଅନଲାଇନ୍‌ରେ ଭତ୍ତା ଯାଉଛି, ସେମାନଙ୍କର ସମସ୍ୟା ହୋଇଛି ।

କେନ୍ଦ୍ର ସରକାର ପକ୍ଷରୁ ନୂଆ କରି ସଫ୍ଟଓୟାର ଡେଭଲପ୍‌ କାମ ଚାଲିଛି । କେନ୍ଦ୍ର ଓ ରାଜ୍ୟ ଯୁଗ୍ମ ଭାବେ ଭତ୍ତା ଦେବା ପାଇଁ ବ୍ୟବସ୍ଥା କରୁଛନ୍ତି । ନୂଆ ସଫ୍ଟଓୟାର ପାଇଁ ଦୁଇ ମାସ ଧରି ଭତ୍ତା ଦେବାରେ ବ୍ୟତିକ୍ରମ ହୋଇଛି' । ଯେଉଁମାନେ ପାଇନାହାନ୍ତି ଏକକାଳୀନ ପାଇବେ ।

Tags15 daysmanmohan samalproblemsolve

Dailyhunt
Disclaimer: This content has not been generated, created or edited by Dailyhunt. Publisher: Utkal Prahari